Bhagavad Gita Chapter 11 Shloka 21 (Arjuna's Description of the Kala-Rupa)

Поділитися
Вставка
  • Опубліковано 20 жов 2024
  • ସ୍ୱର୍ଗର ସମସ୍ତ ଦେବତାଗଣ ଆପଣଙ୍କର ଆଶ୍ରୟ ଗ୍ରହଣ କରିବା ପାଇଁ ଆପଣଙ୍କ ମଧ୍ୟରେ ପ୍ରବେଶ କରୁଛନ୍ତି । ବିସ୍ମୟାଭିଭୂତ ହୋଇ, ସେମାନଙ୍କ ମଧ୍ୟରୁ କେତେଜଣ କରଯୋଡ଼ି ଆପଣଙ୍କର ସ୍ତୁତିଗାନ କରୁଛନ୍ତି । ମହାନ ମୁନିଋଷିଗଣ ଏବଂ ସିଦ୍ଧ ମହାପୁରୁଷଗଣ ପବିତ୍ର ମନ୍ତ୍ର ଏବଂ ପ୍ରାର୍ଥନା ଦ୍ୱାରା ଆପଣଙ୍କର ଯଶଗାନ କରୁଛନ୍ତି ।
    All the celestial gods are taking Your shelter by entering into You. In awe, some are praising You with folded hands. The great sages and perfected beings are extolling You with auspicious hymns and profuse prayers.

КОМЕНТАРІ • 16