କାର୍ତ୍ତିକ ମାହାତ୍ମ୍ୟ ପୁରାଣ - Addhyaya 1 - Kartika Mahatmya Purana | Dukhishyam Tripathy | S. MUSIC

Поділитися
Вставка
  • Опубліковано 18 жов 2024
  • ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାତ୍ମ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l
    କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l
    କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l
    କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାତ୍ମ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାତ୍ମ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l
    Song : Kartika Mahatmya Adhyay 1
    Singer : Dukhishyam Tripathy
    Lyrics : Mahadeba Das
    Music Director :Dukhishyam Tripathy
    Album : Kartika Mahatmya Adhyay 1
    Album No : SM - 4703
    Music Label : Sidharth Music
    ---------------------------------------------------
    Watch & Subscribe to our other UA-cam Channels:
    👉 Sidharth Bhakti : / sidharthbhakti
    👉 Sidharth Music: / sidharthmusic
    👉 Sidharth TV : / sidharthtv
    👉 Namita Agrawal : / namitaagrawal
    -----------------------------------------------------
    Enjoy & stay connected with us!
    👉 Like us on Facebook : / sidharthbhaktiodia
    -----------------------------------------------------
    #OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal

КОМЕНТАРІ • 3