‘କୋଷ୍ଟାଲ ହାଇୱେ ପାଇଁ ଅନୁମୋଦନ ହୋଇଛି’ | Odisha Reporter

Поділитися
Вставка
  • Опубліковано 7 вер 2024
  • ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି । ରାଜ୍ୟର ବିକାଶ ପାଇଁ କଣ କଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇପାରିବ ସେନେଇ ଆଲୋଚନା ହୋଇଛି। ରାଜ୍ୟରେ କୋଷ୍ଟାଲ ହାଇୱେର ଅନୁଦାନ ହୋଇଛି ବୋଲି କହିଛନ୍ତି ମନମୋହନ ।
    Odisha Reporter is one of the best Odia news portal in Odisha. Get all the news updates in Odia.
    ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
    UA-cam: bit.ly/OdishaRe...
    Web: odishareporter.in
    Facebook: / odishareporter
    Twitter: / odishareporter
    Telegram: telegram.me/Od...
    Instagram: / odishareporter_official
    #OdishaReporter #Odisha #Bhubaneswar #ManmohanSamal #BJP #coastalhighway

КОМЕНТАРІ • 12