Mohan Majhi Given Reaction About Today Assembly Issue | Odisha Reporter

Поділитися
Вставка
  • Опубліковано 2 кві 2021
  • ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚପଲ ଓ ଇୟରଫୋନ୍ ଫିଙ୍ଗା ଘଟଣାରେ ୩ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ବିଷ୍ଣୁ ସେଠୀ ଓ ମୋହନ ମାଝୀଙ୍କୁ ଆଜି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଚଳିତ ଅଧିବେଶନରୁ ନିଲମ୍ବନ କରିଛନ୍ତି। ତେବେ ଏହାର ପ୍ରତିବାଦରେ ବିଜେପି ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି। ଏନେଇ ବିଜେପି ବିଧାୟକ ମୋହନମାଝୀ କଣ କହୁଛନ୍ତି ଥରେ ଶୁଣି ନିଅନ୍ତୁ।
    Odisha Reporter is one of the best Odia news portal in Odisha. Get all the news updates in Odia.
    ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
    UA-cam: bit.ly/OdishaReporteronUA-cam
    Web: odishareporter.in
    Facebook: / odishareporter
    Twitter: / odishareporter
    Telegram: telegram.me/Odisha_Reporter_o...
    Instagram: / odishareporter_official
    #OdishaReporter

КОМЕНТАРІ • 2

  • @blbapi2025
    @blbapi2025 3 роки тому

    Bjd ନେତା ଫିଙ୍ଗିଛନ୍ତି 👍👍👍

  • @nabaghananaik7953
    @nabaghananaik7953 3 роки тому

    Darucha ki sat katha kuo bhaina