ଶିଳ୍ପ ମହାକୁମ୍ଭରୁ କେତେ ନିଯୁକ୍ତି ? || Utkarsh Odisha Conclave || Job Opportunities || Odisha Reporter
Вставка
- Опубліковано 6 лют 2025
- ୧୬ ଲକ୍ଷ ୭୩ ହଜାର କୋଟିର ପୁଞ୍ଜି ନିବେଶ ଆଗ୍ରହ । ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ସମ୍ଭାବନା । ସ୍ବାକ୍ଷର ହେଲା ୧୪୫ MOU । ଉତ୍କର୍ଷ ଓଡ଼ିଶା କନକ୍ଲେଭରୁ ରାଜ୍ୟ ସରକାରଙ୍କୁ ମିଳିଛି ଏଭଳି ବଡ଼ ଉପଲବ୍ଧି। ଦେଶର ବିଶିଷ୍ଟ ଶିଳ୍ପପତି ଓ ଶିଳ୍ପ ସଂସ୍ଥା ମୁଖିଆଙ୍କୁ ନେଇ ୨ ଦିନର ନିବେଶ ମହାକୁମ୍ଭରେ ରାଜ୍ୟକୁ ଆଶାତୀତ ପୁଞ୍ଜି ଆସିବାର ବିଶାଳ ସମ୍ଭାବନା ସୃଷ୍ଟି ହୋଇଛି । ଶୁଣନ୍ତୁ ଏ ନେଇ କଣ କହୁଛନ୍ତି ଉତ୍କଳ କମର୍ସ ଅଫ୍ ଚାମର୍ସର ସଭାପତି ବ୍ରହ୍ମାନନ୍ଦ ମିଶ୍ରଙ୍କ ପ୍ରତିକ୍ରିୟା...
ଶିଳ୍ପ ମହାକୁମ୍ଭରୁ କେତେ ନିଯୁକ୍ତି ? || Utkarsh Odisha Conclave || Job Opportunities || Odisha Reporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
UA-cam: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #BrahmanandaMishra #Odisha #News #Update #odishareporter
Modi Gyarynti