ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ ମିଶ୍ର || Congress Leader Narasingha Mishra Meets CM

Поділитися
Вставка
  • Опубліковано 28 вер 2024
  • ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ନରସିଂହ ପ୍ରତିକ୍ରିୟା ରଖି କହିଛନ୍ତି ସୌଜନୟମୂଳକ ଓ ବ୍ୟକ୍ତିଗତ କାର୍ଯ୍ୟ ନେଇ ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛି । କୌଣସି ରାଜନୈତିକ ଆଲୋଚନା ହୋଇ ନାହିଁ ବୋଲି କହିଛନ୍ତି ନରସିଂହ ।
    Odisha Reporter is one of the best Odia news portal in Odisha. Get all the news updates in Odia.
    ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
    UA-cam: bit.ly/OdishaRe...
    Web: odishareporter.in
    Facebook: / odishareporter
    Twitter: / odishareporter
    Telegram: telegram.me/Od...
    Instagram: / odishareporter_official
    #OdishaReporter #Odisha #Bhubaneswar #NarasinghaMishra #OdishaCM #MohanMajhi

КОМЕНТАРІ • 9