Kartika Mahatmya -୨ୟ ଅଧ୍ୟାୟ ପାଠ ଓ ବ୍ୟାଖ୍ୟା | Pandit Bhajaram,Sebayata, Managobinda | Sidharth Bhakti

Поділитися
Вставка
  • Опубліковано 19 жов 2024
  • ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାମ୍ନ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l
    କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l
    କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l
    କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାମ୍ନ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାମ୍ନ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l
    ଏହି ପୁଣ୍ୟ କାର୍ତ୍ତିକର ମହାନ ମାହାମ୍ନ୍ୟକୁ ନେଇ ଆମର ଏଇ ନିଆରା ଭେଟି କାର୍ତ୍ତିକ ମାହାମ୍ନ୍ୟ, ଯାହାକୁ ପାଠ କରୁଛନ୍ତି ଶ୍ରୀମନ୍ଦିରର ସେବକ ମାନଗୋବିନ୍ଦ ଆପଟ ଓ ତାହାର ତତ୍ତ୍ୱ,ଅର୍ଥ ଏବଂ ମାହାମ୍ନ୍ୟକୁ ସରଳ ଓ ସୁନ୍ଦର ଭାବରେ ଵୁଝାଇ କହୁଛନ୍ତି ପଣ୍ଡିତ ଭଜରାମ ଶତପଥି l
    ---------------------------------------------------
    Watch & Subscribe to our other UA-cam Channels:
    👉 Sidharth Bhakti : / sidharthbhakti
    👉 Sidharth Music: / sidharthmusic
    👉 Sidharth TV : / sidharthtv
    👉 Namita Agrawal : / namitaagrawal
    -----------------------------------------------------
    Enjoy & stay connected with us!
    👉 Like us on Facebook : / sidharthbhaktiodia
    -----------------------------------------------------
    #OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal

КОМЕНТАРІ • 52