GAHANI - JANMASTAMI - ଗାହାଣୀ - ଜନ୍ମାଷ୍ଟମୀ - ଶ୍ରୀକୃଷ୍ଣଙ୍କ ଜନ୍ମ କାହାଣୀ - Gita Dash | Sidharth Music
Вставка
- Опубліковано 28 жов 2024
- କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।
------------------------------------------------------------
Song :Janmastami Gahani
Singer : Gita Dash
Lyrics : Dillip Jena
Music : Puratana
Music Arranger / Programmer :
Album : Janmastami Gahani
Album No : SM - 3671
Music Label : Sidharth Music
-------------------------------------------------------
♪ Full Song Available on ♪
JioSaavn :
Wynk :
Gaana :
Apple Music :
Amazon Prime Music :
iTunes :
Spotify :
---------------------------------------------------
Watch & Subscribe to our other UA-cam Channels:
👉 Sidharth Bhakti : / sidharthbhakti
👉 Sidharth Music: / sidharthmusic
👉 Sidharth TV : / sidharthtv
👉 Namita Agrawal : / namitaagrawal
-----------------------------------------------------
Enjoy & stay connected with us!
👉 Like us on Facebook : / sidharthbhaktiodia
-----------------------------------------------------
#OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal
Bahut sundar ❤❤❤
ଜୟ ଶ୍ରୀକୃଷ୍ଣ
Haree krisna ❤
Jay shree Krishna,🙏🙏
Jai shree krushana
Jay Shri Krishna
Gita didi ❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤❤